Isaiah 7:4 — Compare Translations
5 translations compared side by side
Odia - 1840
" ଆହସଙ୍କୁ କୁହ, ସାବଧାନ ଓ ସୁସ୍ଥିର ହୁଅ। ଭୟଭୀତ ହୁଅ ନାହିଁ।ସସହି ଦୁଇବ୍ଯକ୍ତି ଉତ୍ସୀନ ଓ ରମଲିଯର ପୁତ୍ରକୁ ଭୟ କରନାହିଁ।ସସ ଦୁଇଜଣ ଦୁଇଟି ନିଆଁଖୁଣ୍ଟା ସଦୃଶ। ଅତୀତସରସସମାଲନ ଜ୍ବଳନ୍ତ ଅଗ୍ନି ସଦୃଶ ଥିଲଲ। ମାତ୍ର ବର୍ତ୍ତମାନସସମାଲନ କଲବଳ ଧୂମ ସଦୃଶ। ଉତ୍ସୀନ, ଅରାମ ଓ ରମଲିଯର ପୁତ୍ରରସକାରଧକୁ ଭୟ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ ଓ ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ତ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆହସଙ୍କୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ। ଭୟଭୀତ ହୁଅ ନାହିଁ। ସେହି ଦୁଇବ୍ୟକ୍ତି ରତ୍ସୀନ ଓ ରମଲିୟର ପୁତ୍ରକୁ ଭୟ କର ନାହିଁ। ସେ ଦୁଇଜଣ ଦୁଇଟି ନିଆଁଖୁଣ୍ଟା ସଦୃଶ। ଅତୀତରେ ସେମାନେ ଜ୍ୱଳନ୍ତ ଅଗ୍ନି ସଦୃଶ ଥିଲେ। ମାତ୍ର ବର୍ତ୍ତମାନ ସେମାନେ କେବଳ ଧୂମ ସଦୃଶ। ରତ୍ସୀନ, ଅରାମ ଓ ରମଲିୟର ପୁତ୍ରର କ୍ରୋଧକୁ ଭୟ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।