Isaiah 7:5 — Compare Translations
5 translations compared side by side
Odia - 1840
"ଅରାମ, ଇଫ୍ରଯିମ ଏବଂ ରମଲୀଯଙ୍କର ପୁତ୍ର ଏକତ୍ରସହାଇ ତୁମ୍ଭ ବିରୁଦ୍ଧସର ଷଡୟନ୍ତ୍ର କରୁଛନ୍ତି।ସସମାଲନ କହିଲଲ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଅରାମ, ଇଫ୍ରୟିମ ଏବଂ ରମଲିୟଙ୍କର ପୁତ୍ର ଏକତ୍ର ହୋଇ ତୁମ୍ଭ ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି। ସେମାନେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,