Isaiah 7:7 — Compare Translations

5 translations compared side by side

Odia - 1840
"ସମାରପ୍ରଭୁ ସଦାପ୍ରଭୁ କୁହନ୍ତି, ତାଙ୍କର କୁମନ୍ତ୍ରଣା ସଫଳସହବ ନାହିଁ। କାରଣ ଏହା ଆଦୌ ଘଟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସଦାପ୍ରଭୁ କୁହନ୍ତି, “ତାଙ୍କର କୁମନ୍ତ୍ରଣା ସଫଳ ହେବ ନାହିଁ। କାରଣ ଏହା ଆଦୌ ଘଟିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।”