Isaiah 7:8 — Compare Translations

5 translations compared side by side

Odia - 1840
"ସଯଲତଲବଲଳ ଉତ୍ସୀନ ଦମ୍ମଲଶକର ରାଜାସହଲବ ଏହା ଘଟିବ ନାହିଁ। କାରଣ ପଞ୍ଚଷଠି ବର୍ଷ ମଧିଅଲର ଇଫ୍ରଯିମ ଇଶ୍ରାଲୟଲ ଏପରି ଖଣ୍ଡ ବିଖଣ୍ଡିତସହବସଯ ତାହା ଏକସଗାଷ୍ଠୀସହାଇ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅରାମର ମସ୍ତକ ଦାମାସ୍କସ୍ ଓ ଦାମାସ୍କସ୍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ତ ଖଣ୍ତ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ରତ୍ସୀନ ଦମ୍ମେଶକର ରାଜା ହେବେ ଏହା ଘଟିବ ନାହିଁ। କାରଣ ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଇସ୍ରାଏଲ ଏପରି ଖଣ୍ଡ ବିଖଣ୍ଡିତ ହେବ ଯେ ତାହା ଏକ ଗୋଷ୍ଠୀ ହୋଇ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍‍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;