Isaiah 7:9 — Compare Translations

5 translations compared side by side

Odia - 1840
"ଶମରିଯାସଯଲତଲବଲଳ ଇଫ୍ରଯିମର ରାଜଧାନୀ ଓ ରମଲୀଯର ପୁତ୍ର ଶମରିଯାର ରାଜାସସଲତଲବଲଳସସମାନଙ୍କର କୁମନ୍ତ୍ରଣା ସଫଳସହବ ନାହିଁ। ତୁମ୍ଲଭ ଯଦି ଦୃଢ଼ ଭାବଲର ରହିପାରିବ ନାହିଁ, ତୁମ୍ଲଭ ଅଗ୍ରସରସହାଇପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର । ଯେବେ ତୁମ୍ଭେମାନେ ବିଶ୍ଵାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ ।
Odia Bible ERV 2004 (ପବିତ୍ର ବାଇବଲ)
ଶମରିୟା ଯେତେବେଳେ ଇଫ୍ରୟିମର ରାଜଧାନୀ ଓ ରମଲିୟର ପୁତ୍ର ଶମରିୟାର ରାଜା ସେତେବେଳେ ସେମାନଙ୍କର କୁମନ୍ତ୍ରଣା ସଫଳ ହେବ ନାହିଁ। ତୁମ୍ଭେ ଯଦି ଦୃଢ଼ ଭାବରେ ରହିପାରିବ ନାହିଁ, ତୁମ୍ଭେ ଅଗ୍ରସର ହୋଇ ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।’”
Odia IRV 2017 (ଓଡିଆ ବାଇବେଲ)
ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।”