Isaiah 8:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଏକ ବୃହତ ଫଳକ ନଇେ ଏକ ସ୍ବତନ୍ତ୍ର ଲେଖନୀ ସାହାୟ୍ଯ ରେ ତା'ଉପ ରେ ଏହି କଥାସବୁ ଲେଖ। ତାହା ହେଉଛି, ମ ହରେ-ଶାଲଲ-ହାଶ୍-ବସ୍।' ଏହାର ଅର୍ଥ ହେଉଛି, ଖୁବ୍ ଶୀଘ୍ର ଲୁଣ୍ଠନ ଓ ଚୋରି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଏକ ଖଣ୍ତ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି);
Odia Bible ERV 2004 (ପବିତ୍ର ବାଇବଲ)
ଅଶୂର ଶୀଘ୍ର ଆସିବେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ବୃହତ ଫଳକ ନେଇ ଏକ ସ୍ୱତନ୍ତ୍ର ଲେଖନୀ ସାହାଯ୍ୟରେ ତା’ଉପରେ ଏହି କଥାସବୁ ଲେଖ। ତାହା ହେଉଛି, ‘ମହେର-ଶାଲଲ-ହାଶ୍-ବସ୍।’ ଏହାର ଅର୍ଥ ହେଉଛି, ‘ଖୁବ୍ ଶୀଘ୍ର ଲୁଣ୍ଠନ ଓ ଗ୍ଭେରି ହେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)