Isaiah 8:10 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ୟୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ ମଧ୍ଯ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହବେ ନାହିଁ। ତୁମ୍ଭର ସୈନ୍ଯମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହବେ। କାହିଁକି ଏହା ଘଟିବ। କାରଣ ପରମେଶ୍ବର ଆମ୍ଭମାନଙ୍କ ସହିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ନୋହିବ; ଯେହେତୁ ପରମେଶ୍ଵର ଆମ୍ଭମାନଙ୍କ ସହିତ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ ମଧ୍ୟ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହେବ ନାହିଁ। ତୁମ୍ଭର ସୈନ୍ୟମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହେବ। କାହିଁକି ଏହା ଘଟିବ। କାରଣ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।