Isaiah 8:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର ମହାନ୍ ଶକ୍ତି ବଳ ରେ ମାେତେ କହିଲେ। ଅନ୍ୟ ଗୋଷ୍ଠୀର ଲୋକଙ୍କପରି ନ ହବୋକୁ ସେ ମାେତେ ସତର୍କ କରି କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯିଶାଇୟଙ୍କ ପ୍ରତି ସତର୍କବାଣୀ ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳରେ ମୋତେ କହିଲେ। ଅନ୍ୟ ଗୋଷ୍ଠୀର ଲୋକଙ୍କପରି ନ ହେବାକୁ ସେ ମୋତେ ସତର୍କ କରି କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,