Isaiah 8:12 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ଲୋକ କହୁଛନ୍ତି ଯେ ଅନ୍ୟ ଲୋକମାନେ ତାଙ୍କ ବିରୁଦ୍ଧ ରେ ମନ୍ତ୍ରଣା କରୁଛନ୍ତି। ତୁମ୍ଭେ ସେ ସବୁକୁ ବିଶ୍ବାସ କର ନାହିଁ। ଅନ୍ୟ ଲୋକମାନେ ଭୟଭୀତ ହେଲାପରି ତୁମ୍ଭେ ଭୟଭୀତ ହୁଅ ନାହିଁ। ସେ ସବୁକୁ ତୁମ୍ଭେ ଆଦୌ ଭୟ କର ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରା; ବୋଲି କହିବେ; ତୁମ୍ଭେମାନେ ସେସବୁକୁ ଚକ୍ରା; ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରତ୍ୟେକ ଲୋକ କହୁଛନ୍ତି ଯେ ଅନ୍ୟ ଲୋକମାନେ ତାଙ୍କ ବିରୁଦ୍ଧରେ ମନ୍ତ୍ରଣା କରୁଛନ୍ତି। ତୁମ୍ଭେ ସେ ସବୁକୁ ବିଶ୍ୱାସ କର ନାହିଁ। ଅନ୍ୟ ଲୋକମାନେ ଭୟଭୀତ ହେଲାପରି ତୁମ୍ଭେ ଭୟଭୀତ ହୁଅ ନାହିଁ। ସେ ସବୁକୁ ତୁମ୍ଭେ ଆଦୌ ଭୟ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହି ଲୋକମାନେ ଯେଉଁ ସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।