Isaiah 8:13 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ତୁମ୍ଭେ କବଳେ ଭୟ କର। ତାଙ୍କୁ ହିଁ କବଳେ ଭକ୍ତି କରିବ। ସହେି ହେଉଛନ୍ତି ଏକମାତ୍ର ଯାହାଙ୍କୁ ତୁମ୍ଭେ ଭୟକର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି ସେ ତୁମ୍ଭମାନଙ୍କର ଭୟ-ସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସ-ଭୂମି ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ତୁମ୍ଭେ କେବଳ ଭୟ କର। ତାଙ୍କୁ ହିଁ କେବଳ ଭକ୍ତି କରିବ। ସେହି ହେଉଛନ୍ତି ଏକମାତ୍ର ଯାହାଙ୍କୁ ତୁମ୍ଭେ ଭୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।