Isaiah 8:14 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ ଏବଂ ଭକ୍ତି କରିବ ଏବଂ ପବିତ୍ର ରେ ତାଙ୍କୁ ଗ୍ରହଣ କର, ତବେେ ସେ ତୁମ୍ଭର ଏକମାତ୍ର ଆଶ୍ରଯ ସ୍ଥାନ ହବେେ। କିନ୍ତୁ ତୁମ୍ଭେ ତାଙ୍କ ପ୍ରତି ସମ୍ମାନ ପ୍ରଦର୍ଶକ ନୁହଁ। ତେଣୁ ସେ ପଥର ସଦୃଶ ଯାହା ଜଣେ ଝୁଣ୍ଟିପଡ଼େ, ୟିରୁଶାଲମ ଲୋକମାନଙ୍କ ପାଇଁ ଗୋଟିଏ ୟନ୍ତା ଓ ଫାଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ପବିତ୍ର ଆଶ୍ରୟ ସ୍ଵରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ପାଶ ଓ ଫାନ୍ଦ ସ୍ଵରୂପ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ ଏବଂ ଭକ୍ତି କରିବ ଏବଂ ପବିତ୍ରରେ ତାଙ୍କୁ ଗ୍ରହଣ କର, ତେବେ ସେ ତୁମ୍ଭର ଏକମାତ୍ର ଆଶ୍ରୟ ସ୍ଥାନ ହେବେ। କିନ୍ତୁ ତୁମ୍ଭେ ତାଙ୍କ ପ୍ରତି ସମ୍ମାନ ପ୍ରଦର୍ଶକ ନୁହଁ। ତେଣୁ ସେ ପଥର ସଦୃଶ ଯାହା ଜଣେ ଝୁଣ୍ଟିପଡ଼େ, ଯିରୁଶାଲମ ଲୋକମାନଙ୍କ ପାଇଁ ଗୋଟିଏ ଯନ୍ତା ଓ ଫାଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।