Isaiah 8:16 — Compare Translations
5 translations compared side by side
Odia - 1840
"ଯିଶାଇୟ କହିଲେ, ତୁମ୍ଭେ ଏକ ଚୁକ୍ତିକର ଓ ଏହାକୁ ମୁଦ୍ରିତ କର। ମାରେ ଶିକ୍ଷାଗୁଡ଼ିକୁ ଭବିଷ୍ଯତ ପାଇଁ ରକ୍ଷାକର। ମାରେ ଶିଷ୍ଯମାନଙ୍କ ପାଇଁ ଏହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋʼ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଯିଶାଇୟ କହିଲେ, “ତୁମ୍ଭେ ଏକ ଚୁକ୍ତିକର ଓ ଏହାକୁ ମୁଦ୍ରିତ କର। ମୋର ଶିକ୍ଷାଗୁଡ଼ିକୁ ଭବିଷ୍ୟତ ପାଇଁ ରକ୍ଷାକର। ମୋର ଶିଷ୍ୟମାନଙ୍କ ପାଇଁ ଏହା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋʼ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋ’ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।