Isaiah 8:17 — Compare Translations

5 translations compared side by side

Odia - 1840
"ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଅପେକ୍ଷା କରିବି। ଯେତବେେଳେ ଯାକୁବ ପରିବାରରୁ ସେ ଆପଣାର ମୁଖ ଲୁଚାନ୍ତି। ମୁଁ ସଦାପ୍ରଭୁଙ୍କ ଉପ ରେ ଆଶା ରଖିବି, ମୁଁ ଏଥିପାଇଁ ଅପେକ୍ଷା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଅପେକ୍ଷା କରିବି। ଯେତେବେଳେ ଯାକୁବ ପରିବାରରୁ ସେ ଆପଣାର ମୁଖ ଲୁଗ୍ଭନ୍ତି। ମୁଁ ସଦାପ୍ରଭୁଙ୍କ ଉପରେ ଆଶା ରଖିବି, ମୁଁ ଏଥିପାଇଁ ଅପେକ୍ଷା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।