Isaiah 8:18 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନଙ୍କ ପାଇଁ ମୁଁ ଓ ମାରେ ପିଲାମାନେ ସଙ୍କତେ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପ ରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ବାରା ଆମ୍ଭମାନେେ ପ୍ ରରେିତ ହାଇେଅଛୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ଵାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ଵରୂପ ଅଟୁ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ଲୋକମାନଙ୍କ ପାଇଁ ମୁଁ ଓ ମୋର ପିଲାମାନେ ସଙ୍କେତ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ୱାରା ଆମ୍ଭେମାନେ ପ୍ରେରିତ ହୋଇଅଛୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।