Isaiah 8:19 — Compare Translations

5 translations compared side by side

Odia - 1840
"କେତକେ ଲୋକ କୁହନ୍ତି, ଭବିଷ୍ଯତ୍ ବକ୍ତା ଓ ଗୁଣିଆ ମାନଙ୍କୁ କ'ଣ କରିବାକୁ ହବେ ପଚାର।' ଏହି ଆଗତ ଭବିଷ୍ଯତ କହୁଥିବା ବ୍ଯକ୍ତି ଓ ଗୁଣିଆଗଣ ପକ୍ଷୀପରି ଗୁଣୁଗୁଣୁ ହାଇେ ମନ୍ତ୍ର କୁହନ୍ତି, ଫଳ ରେ ଲୋକମାନେ ଭାବନ୍ତି ସମାନେେ ବହୁ ଗୋପନୀଯ ମୃତ ଓ ଜୀବିତମାନଙ୍କ ବିଷଯ ରେ ଜାଣନ୍ତି। ମାତ୍ର ମୁଁ ତୁମ୍ଭକୁ କହୁଛି ଯେ ଲୋକମାନେ ସମାନଙ୍କେର ପରମେଶ୍ବରଙ୍କୁ ସାହାୟ୍ଯ ଭିକ୍ଷା କରିବା ଉଚିତ୍। ସହେି ଆଗତ ଭବିଷ୍ଯତ କହୁଥିବା ବ୍ଯକ୍ତି ଓ ଗୁଣିଆଗଣ ମୃତ ବ୍ଯକ୍ତିଙ୍କ ବିଷଯ ରେ ପଚାରନ୍ତି। ସମାନେେ କ'ଣ ଜୀବିତମାନଙ୍କ ବିଷଯ ରେ ମୃତମାନଙ୍କଠାରୁ ଜାଣିପାରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ଵରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବୋ?
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ କୁହନ୍ତି, “ଭବିଷ୍ୟ‌ଦ୍‌ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?