Isaiah 8:2 — Compare Translations
5 translations compared side by side
Odia - 1840
"ବିଶ୍ବସ୍ତ ସାକ୍ଷୀ ହବୋକୁ ମୁଁ କେତକେ ଲୋକ ସଂଗ୍ରହ କଲି। ସହେି ବିଶ୍ବସ୍ତ ସାକ୍ଷୀ ହବେେ ଉରିଯ ଯାଜକ ଓ ୟିବୋରିଖିଯର ପୁତ୍ର ସଖରିଅ। ଏହି ଲୋକମାନେ ସହେି ବାକ୍ଯ ଲେଖିବାକୁ ଲକ୍ଷ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ପ୍ରମାଣର ନିମନ୍ତେ ଉରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ସଖରିଅକୁ ଆପଣାର ବିଶ୍ଵସ୍ତ ସାକ୍ଷୀ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱସ୍ତ ସାକ୍ଷୀ ହେବାକୁ ମୁଁ କେତେକ ଲୋକ ସଂଗ୍ରହ କଲି। ସେହି ବିଶ୍ୱସ୍ତ ସାକ୍ଷୀ ହେବେ ଉରିୟ ଯାଜକ ଓ ଯିବୋରିଖିୟର ପୁତ୍ର ସଖରିଅ। ଏହି ଲୋକମାନେ ସେହି ବାକ୍ୟ ଲେଖିବାକୁ ଲକ୍ଷ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।