Isaiah 8:20 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭମାନେେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତବେେ ତୁମ୍ଭମାନେେ ଭୁଲ୍ ପଥରେ ୟିବ। ସହେି ଭୁଲ ଆଦେଶ ଆଗତ ଭବିଷ୍ଯତ୍ କହୁଥିବା ବ୍ଯକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭମାନେେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର । ଯେବେ ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।