Isaiah 8:21 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯଦି ସହେି ଭୁଲ ଆଦେଶ ପାଳନ କରିବ ତବେେ ଦେଶ ରେ କଷ୍ଟ ଓ ଅନାହାର ଦଖାଦେବେ। ସେତବେେଳେ ସମାନେେ ବିରକ୍ତ ହବେେ ଏବଂ ସମାନଙ୍କେର ଶାସକ ଓ ପରମେଶ୍ବରଙ୍କ ବିରୁଦ୍ଧ ରେ କହିବେ। ତା'ପ ରେ ସମାନେେ ପରମେଶ୍ବରଙ୍କଠାରୁ ସାହାୟ୍ଯ ପାଇଁ ଉର୍ଦ୍ଧ୍ବକୁ ଚାହିଁବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଅତି କ୍ଳିଷ୍ଟ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ଵାରା ଓ ଆପଣା-ମାନଙ୍କ ପରମେଶ୍ଵରଙ୍କ ଦ୍ଵାରା ଅଭିଶାପ ଦେଇ ଊର୍ଦ୍ଧ୍ଵ ଆଡ଼କୁ ଆପଣା ଆପଣା ମୁଖ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯଦି ସେହି ଭୁଲ ଆଦେଶ ପାଳନ କରିବ ତେବେ ଦେଶରେ କଷ୍ଟ ଓ ଅନାହାର ଦେଖାଦେବ। ସେତେବେଳେ ସେମାନେ ବିରକ୍ତ ହେବେ ଏବଂ ସେମାନଙ୍କର ଶାସକ ଓ ପରମେଶ୍ୱରଙ୍କ ବିରୁଦ୍ଧରେ କହିବେ। ତା’ପରେ ସେମାନେ ପରମେଶ୍ୱରଙ୍କଠାରୁ ସାହାଯ୍ୟ ପାଇଁ ଊର୍ଦ୍ଧ୍ୱକୁ ଗ୍ଭହିଁବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଉର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;