Isaiah 8:22 — Compare Translations
5 translations compared side by side
Odia - 1840
"ଯଦି ସମାନେେ ତାଙ୍କର ଦେଶର ଚାରିଆଡ଼କୁ ଦୃଷ୍ଟିପାତ କରିବେ ତବେେ ସମାନେେ କବଳେ ଦୁଃଖ ଓ ୟାତନାରୂପକ ଅନ୍ଧକାର ଦେଖିବେ ଓ ସହେି ଦୁଃଖରୂପକ ଅନ୍ଧକାର ଦେଖି ଦେଶ ପରିତ୍ଯାଗ କରିବାକୁ ବାଧ୍ଯ ହବେେ। ପୁଣି ସହେି ଅନ୍ଧକାର ରେ ଆବଦ୍ଧ ହାଇେଥିବା ବ୍ଯକ୍ତି ନିଜକୁ ସେଥିରୁ ଉଦ୍ଧାର କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ତାଙ୍କର ଦେଶର ଗ୍ଭରିଆଡ଼କୁ ଦୃଷ୍ଟିପାତ କରିବେ ତେବେ ସେମାନେ କେବଳ ଦୁଃଖ ଓ ଯାତନାରୂପକ ଅନ୍ଧକାର ଦେଖିବେ ଓ ସେହି ଦୁଃଖରୂପକ ଅନ୍ଧକାର ଦେଖି ଦେଶ ପରିତ୍ୟାଗ କରିବାକୁ ବାଧ୍ୟ ହେବେ। ପୁଣି ସେହି ଅନ୍ଧକାରରେ ଆବଦ୍ଧ ହୋଇଥିବା ବ୍ୟକ୍ତି ନିଜକୁ ସେଥିରୁ ଉଦ୍ଧାର କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।