Isaiah 8:3 — Compare Translations
5 translations compared side by side
Odia - 1840
"ତା'ପ ରେ ମୁଁ ଭବିଷ୍ଯତବକ୍ତୀଙ୍କ ନିକଟକୁ ଗଲି। ସେ ଗର୍ଭବତୀ ଥିଲେ ଓ ଏକ ପୁତ୍ର ପ୍ରସବ କଲେ। ତା'ପ ରେ ସଦାପ୍ରଭୁ ମାେତେ କହିଲେ, ତାହାର ନାମ ମ ହରେ-ଶାଲଲ-ହାଶ୍-ବସ୍ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୁଁ ଭବିଷ୍ୟଦ୍ବକ୍ତ୍ରୀଠାରେ ଗମନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା । ତେବେ ସଦାପ୍ରଭୁ ମୋତେ କହିଲେ, ତାହାର ନାମ ମହେରଶାଲଲହାଶ୍-ବସ୍ ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଭବିଷ୍ୟଦ୍ବକ୍ତ୍ରୀଙ୍କ ନିକଟକୁ ଗଲି। ସେ ଗର୍ଭବତୀ ଥିଲେ ଓ ଏକ ପୁତ୍ର ପ୍ରସବ କଲେ। ତା’ପରେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲ-ହାଶ୍-ବସ୍ ରଖ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ଭବିଷ୍ୟଦ୍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍-ବସ୍ ରଖ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ଭବିଷ୍ୟଦ୍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍-ବସ୍ ରଖ।