Isaiah 8:4 — Compare Translations
5 translations compared side by side
Odia - 1840
"ଏ ନାମ କାହିଁକି ରଖାୟିବ। କାରଣ ବାଳକଟି ପିତାମାତା ଡ଼ାକିବା ପାଇଁ ଜ୍ଞାନ ପାଇବା ପୂର୍ବରୁ ପରମେଶ୍ବର ସମସ୍ତ ଧନ ସମ୍ପଦ ଦମ୍ମେଶକରୁ ଓ ଶମରିଯାରୁ ନଇୟୋଇଥିବେ ଏବଂ ସେ ସମସ୍ତ ଧନକୁ ଅଶୂର ରାଜାଙ୍କୁ ଦଇେ ଦବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦାମାସ୍କସ୍ ଧନ ଓ ଶମରୀୟାର ଲୁଟ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏ ନାମ କାହିଁକି ରଖାଯିବ। କାରଣ ବାଳକଟି “ପିତାମାତା” ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବରୁ ପରମେଶ୍ୱର ସମସ୍ତ ଧନ ସମ୍ପଦ ଦମ୍ମେଶକରୁ ଓ ଶମରିୟାରୁ ନେଇଯାଇଥିବେ ଏବଂ ସେ ସମସ୍ତ ଧନକୁ ଅଶୂର ରାଜାଙ୍କୁ ଦେଇ ଦେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”
Odia IRV 2017 (ଓଡିଆ ବାଇବେଲ)
କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”