Isaiah 8:6 — Compare Translations

5 translations compared side by side

Odia - 1840
"ମାରେ ପ୍ରଭୁ କହିଲେ, ଏହି ଲୋକମାନେ ଶୀଲୋହର ଧୀରଷୋର୍ତକୁ ଅଗ୍ରାହ୍ଯ କରି ଉତ୍ସୀନ୍ ଓ ରମଲୀଯର ପୁତ୍ର, ପକହେ ସହିତ ଆନନ୍ଦ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ କହିଲେ, “ଏହି ଲୋକମାନେ ଶୀଲୋହର ଧୀରସ୍ରୋତକୁ ଅଗ୍ରାହ୍ୟ କରି ରତ୍ସୀନ୍ ଓ ରମଲିୟର ପୁତ୍ର, ପେକହ ସହିତ ଆନନ୍ଦ କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
“ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍‍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;