Isaiah 9:1 — Compare Translations
5 translations compared side by side
Odia - 1840
"ଅତୀତ ରେ ଲୋକେ ଭାବୁଥିଲେ ସବୂଲୂନ୍ ଓ ନପ୍ତାଲି ଦେଶ ପ୍ରଧାନ ନ ଥିଲା। ମାତ୍ର ପ ରେ ପରମେଶ୍ବର ସେ ଦେଶଗୁଡ଼ିକ ମହାନ୍ କରି ଦେଲେ। ସମୁଦ୍ର ନିକଟବର୍ତ୍ତୀ ୟର୍ଦ୍ଦନ ନଦୀର ଅପରପାଶର୍ବ ଗାଲୀଲୀର ଅଣଇହୁଦୀମାନଙ୍କୁ ସମ୍ଭ୍ରାନ୍ତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ତିମିରାବୃତ ହୋଇ ରହିବ ନାହିଁ । ପୂର୍ବ କାଳରେ ସେ ସବୂଲୂନ୍ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ନୂତନ ଦିବସ ଆସୁଛି ଅତୀତରେ ଲୋକେ ଭାବୁଥିଲେ ସବୂଲୂନ୍ ଓ ନପ୍ତାଲି ଦେଶ ପ୍ରଧାନ ନ ଥିଲା। ମାତ୍ର ପରେ ପରମେଶ୍ୱର ସେ ଦେଶଗୁଡ଼ିକ ମହାନ କରିଦେଲେ। ସମୁଦ୍ର ନିକଟବର୍ତ୍ତୀ ଯର୍ଦ୍ଦନ ନଦୀର ଅପରପାର୍ଶ୍ୱ ଗାଲିଲୀର ଅଣଯିହୂଦୀମାନଙ୍କୁ ସମ୍ଭ୍ରାନ୍ତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ଅନ୍ଧକାର ହୋଇ ରହିବ ନାହିଁ। ପୂର୍ବକାଳରେ ସେ ସବୂଲୂନ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ଅନ୍ଧକାର ହୋଇ ରହିବ ନାହିଁ। ପୂର୍ବ କାଳରେ ସେ ସବୂଲୂନ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ।