Isaiah 9:10 — Compare Translations

5 translations compared side by side

Odia - 1840
"ଏହି ଇଟାସବୁ ପଡ଼ିୟିବ, ମାତ୍ର ଆମ୍ଭମାନେେ ପୁନର୍ବାର ଶକ୍ତ ପଥର ରେ ତାହାକୁ ତିଆରି କରିବୁ। ଡ଼ିମ୍ବିରି ବୃକ୍ଷଗୁଡ଼ିକରେ କଟା ହେଲାପ ରେ ଆମ୍ଭମାନେେ ସଠାେ ରେ ଏରସ ବୃକ୍ଷ ଲଗାଇବୁ। ଆଉ ଏହି ନୂତନ ବୃକ୍ଷଗୁଡ଼ିକ ବିରାଟ ଓ ଶକ୍ତିଶାଳୀ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ଇଟାସବୁ ପଡ଼ିଯିବ, ମାତ୍ର ଆମ୍ଭେମାନେ ପୁନର୍ବାର ଶକ୍ତ ପଥରରେ ତାହାକୁ ତିଆରି କରିବୁ। ଡିମ୍ବିରି ବୃକ୍ଷଗୁଡ଼ିକରେ କଟା ହେଲା ପରେ ଆମ୍ଭେମାନେ ସେଠାରେ ଏରସ ବୃକ୍ଷ ଲଗାଇବୁ। ଆଉ ଏହି ନୂତନ ବୃକ୍ଷଗୁଡ଼ିକ ବିରାଟ ଓ ଶକ୍ତିଶାଳୀ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।”
Odia IRV 2017 (ଓଡିଆ ବାଇବେଲ)
ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।