Isaiah 9:11 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଇଶ୍ରାୟେଲ ବିରୁଦ୍ଧ ରେ ଲଢ଼ିବାକୁ ଏକ ଗୋଷ୍ଠୀ ପ୍ରସ୍ତୁତ କରିବେ। ସଦାପ୍ରଭୁ ଉତ୍ସୀନର ବିପକ୍ଷଗଣଙ୍କୁ ତାଙ୍କ ବିରୁଦ୍ଧ ରେ ପଠାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ଲଢ଼ିବାକୁ ଏକ ଗୋଷ୍ଠୀ ପ୍ରସ୍ତୁତ କରିବେ। ସଦାପ୍ରଭୁ ରତ୍ସୀନର ବିପକ୍ଷଗଣଙ୍କୁ ତାଙ୍କ ବିରୁଦ୍ଧରେ ପଠାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍‍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ;