Isaiah 9:12 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁ ଅରାମୀଯମାନଙ୍କୁ ପୂର୍ବଦିଗରୁ ଓ ପଲେଷ୍ଟୀୟମାନଙ୍କୁ ପଶ୍ଚିମଦିଗରୁ ଅଣାଇବେ। ସହେି ଶତ୍ରୁଗଣ ଏକତ୍ରୀତ ଇଶ୍ରାୟେଲ ବାହିନୀକୁ ପରାଜିତ କରିବେ। ତଥାପି ସଦାପ୍ରଭୁ ଇଶ୍ରାୟେଲ ଉପ ରେ କୋରଧିତ ହବେେ ଓ ତା'ର ଲୋକମାନଙ୍କୁ ଦଣ୍ଡ ଦବୋକୁ ପ୍ରସ୍ତୁତ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଅରାମୀୟମାନଙ୍କୁ ପୂର୍ବଦିଗରୁ ଓ ପଲେଷ୍ଟୀୟମାନଙ୍କୁ ପଶ୍ଚିମଦିଗରୁ ଅଣାଇବେ। ସେହି ଶତ୍ରୁଗଣ ଏକତ୍ରିତ ଇସ୍ରାଏଲ ବାହିନୀକୁ ପରାଜିତ କରିବେ। ତଥାପି ସଦାପ୍ରଭୁ ଇସ୍ରାଏଲ ଉପରେ କ୍ରୋଧିତ ହେବେ ଓ ତା’ର ଲୋକମାନଙ୍କୁ ଦଣ୍ଡ ଦେବାକୁ ପ୍ରସ୍ତୁତ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।