Isaiah 9:13 — Compare Translations
5 translations compared side by side
Odia - 1840
"ପରମେଶ୍ବର ଦଣ୍ଡ ଦେଲେ ମଧ୍ଯ ସମାନେେ ପାପ କରିବାରୁ ନିବୃତ୍ତ ହବେ ନାହିଁ। ସମାନେେ ତାଙ୍କ ନିକଟକୁ ଫରେିବେ ନାହିଁ କିଅବା ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଅନୁସରଣ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଦଣ୍ଡ ଦେଲେ ମଧ୍ୟ ସେମାନେ ପାପ କରିବାରୁ ନିବୃତ୍ତ ହେବେ ନାହିଁ। ସେମାନେ ତାଙ୍କ ନିକଟକୁ ଫେରିବେ ନାହିଁ କିଅବା ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଅନୁସରଣ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।