Isaiah 9:14 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ ଇଶ୍ରାୟେଲର ମସ୍ତକ ଓ ଲାଞ୍ଜ ଛଦନେ କରିବେ। ଆଉମଧ୍ଯ ତାଳବୃକ୍ଷର ଡ଼ାଳ ବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନ ରେ କାଟି ପକାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଏକାଦିନରେ କାଟି ପକାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଞ୍ଜ ଛେଦନ କରିବେ। ଆଉମଧ୍ୟ ତାଳବୃକ୍ଷର ଡାଳ ବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।