Isaiah 9:15 — Compare Translations
5 translations compared side by side
Odia - 1840
"ଏଠା ରେ ମସ୍ତକ ପ୍ରାଚୀନ ତଥା ସମ୍ଭ୍ରାନ୍ତମାନଙ୍କୁ ବୁଝାଉଛି ଓ ଲାଞ୍ଜ ମିଥ୍ଯାବାଦୀ ଭବିଷ୍ଯଦ୍ବକ୍ତାଙ୍କୁ ବୁଝାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୂଳ,
Odia Bible ERV 2004 (ପବିତ୍ର ବାଇବଲ)
ଏଠାରେ ମସ୍ତକ ପ୍ରାଚୀନ ତଥା ସମ୍ଭ୍ରାନ୍ତମାନଙ୍କୁ ବୁଝାଉଛି ଓ ଲାଞ୍ଜ ମିଥ୍ୟାବାଦୀ ଭବିଷ୍ୟଦ୍ବକ୍ତାଙ୍କୁ ବୁଝାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୁଳ,
Odia IRV 2017 (ଓଡିଆ ବାଇବେଲ)
ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୁଳ,