Isaiah 9:16 — Compare Translations

5 translations compared side by side

Odia - 1840
"ପଥପ୍ରଦର୍ଶକଗଣ ଲୋକମାନଙ୍କୁ ଭୁଲ୍ ବାଟରେ ପରିଚାଳିତ କରନ୍ତି। ଆଉ ସମାନଙ୍କେୁ ଅନୁସରଣ କରୁଥିବା ବ୍ଯକ୍ତିଗଣ ବିନଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି ଯେଉଁମାନେ ସେମାନଙ୍କ ଦ୍ଵାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପଥପ୍ରଦର୍ଶକଗଣ ଲୋକମାନଙ୍କୁ ଭୁଲ୍ ବାଟରେ ପରିଗ୍ଭଳିତ କରନ୍ତି। ଆଉ ସେମାନଙ୍କୁ ଅନୁସରଣ କରୁଥିବା ବ୍ୟକ୍ତିଗଣ ବିନଷ୍ଟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯା’ନ୍ତି, ସେମାନେ ବିନଷ୍ଟ ହୁଅନ୍ତି।