Isaiah 9:18 — Compare Translations

5 translations compared side by side

Odia - 1840
"ଭ୍ରଷ୍ଟାଚାର ଜ୍ବଳନ୍ତ ଅଗ୍ନିତୁଲ୍ଯ। ପ୍ରଥମେ ସେ ଅନାବନା ଘାସ ଓ କଣ୍ଟାବୃକ୍ଷକୁ ଜାଳି ଦିଏ। ତା'ପ ରେ ସେ ଅଗ୍ନି ବୃଦ୍ଧିପାଇ ବଡ଼ ବୁଦା ଓ ଅରଣ୍ଯକୁ ଜାଳିଦିଏ। ଶଷେ ରେ ସେ ଅଗ୍ନି ବିରାଟ ରୂପ ଧାରଣ କରେ ଓ ଘନ ମେଘତୁଲ୍ଯ ଧୂମ ହାଇେ ଉପରକୁ ଉେଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ଵଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ଵଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ ।
Odia Bible ERV 2004 (ପବିତ୍ର ବାଇବଲ)
ଭ୍ରଷ୍ଟାଗ୍ଭର ଜ୍ୱଳନ୍ତ ଅଗ୍ନିତୁଲ୍ୟ। ପ୍ରଥମେ ସେ ଅନାବନା ଘାସ ଓ କଣ୍ଟାବୃକ୍ଷକୁ ଜାଳି ଦିଏ। ତା’ପରେ ସେ ଅଗ୍ନି ବୃଦ୍ଧିପାଇ ବଡ଼ ବୁଦା ଓ ଅରଣ୍ୟକୁ ଜାଳିଦିଏ। ଶେଷରେ ସେ ଅଗ୍ନି ବିରାଟ ରୂପ ଧାରଣ କରେ ଓ ଘନ ମେଘତୁଲ୍ୟ ଧୂମ ହୋଇ ଉପରକୁ ଉଠେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।