Isaiah 9:19 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁ ଏତେ କ୍ରୋଧିତ ହୁଅନ୍ତି ଯେ ସମଗ୍ର ଦେଶ ଅଗ୍ନି ରେ ଦଗ୍ଧୀଭୂତ ହୁଏ ଓ ସମସ୍ତ ଲୋକ ଭସ୍ମିଭୂତ ହୁଅନ୍ତି। କୌଣସି ବ୍ଯକ୍ତି ତା'ର ଭାଇକୁ ସାହାୟ୍ଯ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁ ଏତେ କ୍ରୋଧିତ ହୁଅନ୍ତି ଯେ ସମଗ୍ର ଦେଶ ଅଗ୍ନିରେ ଦଗ୍ଧୀଭୂତ ହୁଏ ଓ ସମସ୍ତ ଲୋକ ଭସ୍ମିଭୂତ ହୁଅନ୍ତି। କୌଣସି ବ୍ୟକ୍ତି ତା’ର ଭାଇକୁ ସାହାଯ୍ୟ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।