Isaiah 9:2 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ଅନ୍ଧକାର ରେ ଚଲାବୁଲା କରୁଥିଲେ, ମାତ୍ର ସମାନେେ ଏକ ମହାନ୍ ଆଲୋକ ଦେଖିଛନ୍ତି। ସମାନେେ ମୃତ୍ଯୁରୂପକ ଅନ୍ଧକାର ମଧିଅରେ ବାସ କରୁଥିଲେ, ମାତ୍ର ସହେି ଉଜ୍ଜ୍ବଳ ଆ ଲୋକ' ସମାନଙ୍କେୁ ଦୀପ୍ତିମଯ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଅନ୍ଧକାରରେ ଚଲାବୁଲା କରୁଥିଲେ, ମାତ୍ର ସେମାନେ ଏକ ମହାନ ଆଲୋକ ଦେଖିଛନ୍ତି। ସେମାନେ ମୃତ୍ୟୁରୂପକ ଅନ୍ଧକାର ମଧ୍ୟରେ ବାସ କରୁଥିଲେ, ମାତ୍ର ସେହି “ଉଜ୍ଜ୍ୱଳ ଆଲୋକ’ ସେମାନଙ୍କୁ ଦୀପ୍ତିମୟ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହା ଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।