Isaiah 9:21 — Compare Translations
5 translations compared side by side
Odia - 1840
"ଏହାର ଅର୍ଥ ହେଉଛି ମନଃଶି ଇଫ୍ରଯିମ ବିରୁଦ୍ଧ ରେ ଓ ଇଫ୍ରଯିମ ମନଃଶି ବିରୁଦ୍ଧ ରେ ଏବଂ ସମାନେେ ଉଭୟ ଯିହୁଦା ବିରୁଦ୍ଧ ରେ ଲଢ଼ିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର, ପୁଣି ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ଅର୍ଥ ହେଉଛି ମନଃଶି ଇଫ୍ରୟିମ ବିରୁଦ୍ଧରେ ଓ ଇଫ୍ରୟିମ ମନଃଶି ବିରୁଦ୍ଧରେ ଏବଂ ସେମାନେ ଉଭୟ ଯିହୁଦା ବିରୁଦ୍ଧରେ ଲଢ଼ିବେ। ତଥାପି ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ଉପରେ କ୍ରୋଧିତ ଓ ସେମାନଙ୍କୁ ଦଣ୍ଡ ଦେବାରୁ ନିବୃତ୍ତ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।