Isaiah 9:4 — Compare Translations
5 translations compared side by side
Odia - 1840
"ଏପରି କାହିଁକି ହବେ, କାରଣ ତୁମ୍ଭେ ସମାନଙ୍କେର ଶକ୍ତ ଭାର ବହନ କରିବ। ସମାନଙ୍କେର ସ୍କନ୍ଧସ୍ଥିତ ୟୁଆଳି ଓ ବାହୁଙ୍ଗି ଯାହାକୁ ଶତ୍ରୁମାନେ ତୁମ୍ଭର ଲୋକଙ୍କୁ ଦଣ୍ଡ ଦବୋକୁ ବ୍ଯବହାର କରୁଥିଲେ ତାକୁ ତୁମ୍ଭେ ଦୂର କରିବ। ମିଦିଯନକୁ ପରାଜିତ କଲାଭଳି ଏହା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମିଦୀୟନର ଦିନରେ ଯେପରି, ସେପରି ତୁମ୍ଭେ ତାହାର ଭାର ସ୍ଵରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ତ ଭାଙ୍ଗି ପକାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି କାହିଁକି ହେବ, କାରଣ ତୁମ୍ଭେ ସେମାନଙ୍କର ଶକ୍ତ ଭାର ବହନ କରିବ। ସେମାନଙ୍କର ସ୍କନ୍ଧସ୍ଥିତ ଯୁଆଳି ଓ ବାହୁଙ୍ଗି ଯାହାକୁ ଶତ୍ରୁମାନେ ତୁମ୍ଭର ଲୋକଙ୍କୁ ଦଣ୍ଡ ଦେବାକୁ ବ୍ୟବହାର କରୁଥିଲେ ତାକୁ ତୁମ୍ଭେ ଦୂର କରିବ। ମିଦିୟନକୁ ପରାଜିତ କଲାଭଳି ଏହା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।