Isaiah 9:5 — Compare Translations
5 translations compared side by side
Odia - 1840
"ୟୁଦ୍ଧ ରେ ବ୍ଯବହୃତ ସମସ୍ତ ପାଦୁକା ଧ୍ବଂସ ପାଇବ। ସମସ୍ତ ରକ୍ତ ରଞ୍ଜିତ ପୋଷାକ ମଧ୍ଯ ଧ୍ବଂସ ପାଇବ। ସେ ସମସ୍ତ ଅଗ୍ନି ରେ ନିକ୍ଷପେ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ଵଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ଵରୂପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧରେ ବ୍ୟବହୃତ ସମସ୍ତ ପାଦୁକା ଧ୍ୱଂସ ପାଇବ। ସମସ୍ତ ରକ୍ତ ରଞ୍ଜିତ ପୋଷାକ ମଧ୍ୟ ଧ୍ୱଂସ ପାଇବ। ସେ ସମସ୍ତ ଅଗ୍ନିରେ ନିକ୍ଷେପ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।