Isaiah 9:6 — Compare Translations

5 translations compared side by side

Odia - 1840
"ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ଵଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରା; ପରମେଶ୍ଵର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଏକ ସ୍ୱତନ୍ତ୍ର ବାଳକ ଜନ୍ମ ନେବେ ସେତିକି ବେଳେ ଏହା ଘଟିବ। ପରମେଶ୍ୱର ଆମ୍ଭମାନଙ୍କୁ ଏକ ପୁତ୍ର ଦେବେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ “ଆଶ୍ଚର୍ଯ୍ୟ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଯିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Odia IRV 2017 (ଓଡିଆ ବାଇବେଲ)