Isaiah 9:7 — Compare Translations
5 translations compared side by side
Odia - 1840
"ତାଙ୍କ ରାଜ୍ଯ ରେ କତ୍ତୃର୍ତ୍ବ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସହେି ରାଜା ନ୍ଯାଯ ଓ ଧାର୍ମିକତା ବଳ ରେ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଶାସନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ କର୍ତ୍ତୃତ୍ଵବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏ କ୍ଷଣଠାରୁ ଅନ; କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ । ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ରାଜ୍ୟରେ କର୍ତ୍ତୃତ୍ୱ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସେହି ରାଜା ନ୍ୟାୟ ଓ ଧାର୍ମିକତା ବଳରେ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଶାସନ କରିବେ। ସର୍ବଶକ୍ତିମାନ ସଦାପ୍ରଭୁଙ୍କର ତାଙ୍କ ଲୋକମାନଙ୍କ ପାଇଁ ଅନନ୍ତ ପ୍ରେମ ରହିଛି ଏବଂ ଏହି ପ୍ରେମ ଯୋଗୁଁ ସେ ଏଗୁଡ଼ିକ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।