Isaiah 9:8 — Compare Translations
5 translations compared side by side
Odia - 1840
"ମାରେସଦାପ୍ରଭୁ ଯାକୁବଙ୍କ ପାଖକୁ ଏକ ବାର୍ତ୍ତା ପ୍ ରରଣେ କଲେ। ସହେି ବାର୍ତ୍ତା ଇଶ୍ରାୟେଲ ବିରୁଦ୍ଧ ରେ କାର୍ୟ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲକୁ ଦଣ୍ଡ ଦେବେ ମୋର ସଦାପ୍ରଭୁ ଯାକୁବଙ୍କ ପାଖକୁ ଏକ ବାର୍ତ୍ତା ପ୍ରେରଣ କଲେ। ସେହି ବାର୍ତ୍ତା ଇସ୍ରାଏଲ ବିରୁଦ୍ଧରେ କାର୍ଯ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,
Odia IRV 2017 (ଓଡିଆ ବାଇବେଲ)
ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,