James 1:10 — Compare Translations

7 translations compared side by side

Odia - 1840
"ସହେିପରି ଜଣେ ଧନୀ ବିଶ୍ବାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ବର ତାହାକୁ ଦଖାଇେ ଦଇେଥିବାରୁ, ସେ ଗର୍ବ କରିବା ଉଚିତ। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଖୀଷ୍ଟବିଶ୍ୱାସୀ ଧନୀ ତା’ର ହୀନାବସ୍ଥାରେ ଦର୍ପ କର, କାରଣ ଧନୀ ଘାସ ଫୁଲ ପରି ଝଡ଼ିଯାଏ।
Odia Bible ERV 2004 (ପବିତ୍ର ବାଇବଲ)
ସେହିପରି ଜଣେ ଧନୀ ବିଶ୍ୱାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ୱର ତାହାକୁ ଦେଖାଇ ଦେଇଥିବାରୁ, ସେ ଗର୍ବ କରିବା ଉଚିତ୍। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಟೊ ಸಾವ್ಕಾರ್‍ಕಿವಂತ್ ಭಾವ್ ಅಪ್ನಿ ಕಿಳ್ ಸ್ಥಿತಿಕ್ ಯೆಲೊ ಮನುನ್ ಖುಶಿ ಹೊಂವ್ದಿತ್, ಕಶ್ಯಾಕ್ ಮಟ್ಲ್ಯಾರ್, ಮೊಟೊ ಸಾವ್ಕಾರ್‍ಕಿವಂತ್ ಮಾನುಸ್ ಗವ್ತಾಚ್ಯಾ ಫುಲ್ಲಾ ಸಾರ್ಕೊ ನಾಸ್ ಹೊವ್ನ್ ಜಾತಾ.