James 1:11 — Compare Translations

7 translations compared side by side

Odia - 1840
"ସୂର୍ୟ୍ଯ ଉଦୟ ହାଇେ ଅଧିକ ଉତ୍ତପ୍ତ କରେ। ସୂର୍ୟ୍ଯର ଉତ୍ତାପ ଚାରା ଗଛଟିକୁ ଶୁଖଇେ ଦିଏ। ଫୁଲ ଝଡ଼ି ଯାଏ। ସହେି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ଯ ଠିକ୍ ସହେିଭଳି। ସେ ତାହାର ବ୍ଯବସାୟ ଲାଗି ଯୋଜନା କରୁଥିବା ବେଳେ ମରିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁର୍ଯ୍ୟର ପ୍ରଖର ତାପରେ ଘାସ ଶୁଖିଯାଏ, ତା’ର ଫୂଲ ଝଡ଼ି ପଡ଼େ ଓ ସୌଦର୍ଯ୍ୟ ନଷଟ ହୁଏ। ସେହିପରି, ଧନୀ ମଧ୍ୟ ତା’ର ସକଳ କାର୍ଯ୍ୟବ୍ୟସ୍ତତା ଭିତରେ ଦିନେ ଝାଉଁଳି ପଡ଼ିବ।
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟ ଉଦୟ ହୋଇ ଅଧିକ ଉତ୍ତପ୍ତ କରେ। ସୂର୍ଯ୍ୟର ଉତ୍ତାପ ଗ୍ଭରା ଗଛଟିକୁ ଶୁଖେଇ ଦିଏ। ଫୁଲ ଝଡ଼ି ଯାଏ। ସେହି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ୟ ଠିକ୍ ସେହିଭଳି। ସେ ତାହାର ବ୍ୟବସାୟ ଲାଗି ଯୋଜନା କରୁଥିବା ବେଳେ ମରିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ದಿಸ್ ಉಗಾವಲ್ಲ್ಯಾ ತನ್ನಾ ತೊ ಅಪ್ನಾಚ್ಯಾ ಝಳಾನಿ ಗವ್ತಾಕ್ ಬಾಡುನ್ ಜಾಯ್ ಸಾರ್ಕೆ ಕರ್ತಾನಾ, ತ್ಯಾ ಗವ್ತಾಚೆ ಫುಲ್ಲ್‌ಬಿ ಝಡುನ್ ಜಾವ್ನ್ ತೆಚ್ಯಾ ರುಪಾಚೆ ಬರೆಪಾನ್ ನಾಸ್ ಹೊವ್ನ್ ಜಾತಾ. ತಸೆಚ್ ಸಾವ್ಕಾರ್ಕಿಬಿ ಅಪ್ಲ್ಯಾ ವಾಟೆ ವೈನಿ ಬಾವುನ್ ಜಾತಾ.