James 1:12 — Compare Translations
7 translations compared side by side
Odia - 1840
"ଯେଉଁ ବ୍ଯକ୍ତି ପରୀକ୍ଷିତ ହାଇେ ଦୃଢ଼ ରହି ପା ରେ, ସେ ଖୁସି ହବୋ କଥା। କାରଣ, ସେ ତାହାର ବିଶ୍ବାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ବର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦବେେ। ପରମେଶ୍ବରଙ୍କୁ ପ୍ ରମେ କରୁଥିବା ସବୁ ଲୋକଙ୍କୁ ପରମେଶ୍ବର ଏହି ପ୍ରତିଜ୍ଞା ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ବ୍ୟକ୍ତି ଦୁଃଖକଷ୍ଟରେ ସହିଷ୍ଣୁ ରହେ, ସେ ଧନ୍ୟ; କାରଣ ଏଭଳି ପରୀକ୍ଷଶରେ ଜୟଯୁକ୍ତ ହେଲେ, ଈଶ୍ୱର ତାଙ୍କ ଭକ୍ତମାନଙ୍କୁ ଯେଉଁ ଜୀବନ ଦେବେ ବୋଲି ପ୍ରତିଜ୍ଞା କରିଛନ୍ତି, ସେ ତାହା ପୁସ୍କାର ସ୍ୱରୂପ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କଠାରୁ ପରୀକ୍ଷା ଆସେ ନାହିଁ ଯେଉଁ ବ୍ୟକ୍ତି ପରୀକ୍ଷିତ ହୋଇ ଦୃଢ଼ ରହି ପାରେ, ସେ ଖୁସୀ ହେବା କଥା। କାରଣ, ସେ ତାହାର ବିଶ୍ୱାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ୱର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦେବେ। ପରମେଶ୍ୱରଙ୍କୁ ପ୍ରେମ କରୁଥିବା ସବୁ ଲୋକଙ୍କୁ ପରମେଶ୍ୱର ଏହି ପ୍ରତିଜ୍ଞା ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪರಿಕ್ಷಾ ಸೊಸುನ್ ಘೆತಲೊ ಮಾನುಸ್ ಧನ್ಯ್, ತೊ ಪರಿಕ್ಷಾ ಸೊಸುನ್ ಘೆಟಲ್ಲ್ಯಾ ಮಾನಾ ಧನಿಯಾನ್ ಅಪ್ನಾಚ್ಯಾ ಪ್ರೆಮಾಚ್ಯಾ ಲೊಕಾಕ್ನಿ ದಿಲ್ಲೊ ಜಿವನಾಚೊ ಮುಕುಟ್ ಅಪ್ನಾಚೊ ಕರುನ್ ಘೆತಾ.