James 1:14 — Compare Translations
6 translations compared side by side
Odia - 1840
"ପ୍ରେତ୍ୟକକ ବ୍ଯକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ଵାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ବ୍ୟକ୍ତି ତା’ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁଁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹರ್ ಎಕ್ಲೊಬಿ ಅಪ್ಲ್ಯಾ ಸ್ವತಾಚ್ಯಾ ಬುರ್ಶ್ಯಾ ಆಶಾತ್ ಪಡುನ್ ಮಳ್ಳ್ ಹೊವ್ನ್ ಪರಿಕ್ಷಾತ್ ಪಡ್ತಾ.