James 1:15 — Compare Translations
7 translations compared side by side
Odia - 1840
"ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ଯୁକୁ ଜନ୍ମ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କୁଅଭିଳାଷର ଗର୍ଭରୁ ପାପ ଜାତ ହୁଏ ଏବଂ ସେହି ପାପ ବୃଦ୍ଧି ପାଇ ପୂର୍ଣ୍ଣତା ଲାଭ କଲେ, ମୃତ୍ୟୁ ଘଟାଏ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ୟୁକୁ ଜନ୍ମ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।
Odia IRV 2017 (ଓଡିଆ ବାଇବେଲ)
ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಮಾನಾ ಬುರ್ಶ್ಯಾಚ್ಯಾ ಅಶೆತ್ ಗರ್ವಾರ್ ಹೊವ್ನ್ ಪಾಪಾಕ್ ಜಲಮ್ ದಿತ್ಯಾತ್, ಮಾನಾ ತೊ ಪಾಪ್ ವಾಡುನ್ ಮೊಟೊ ಹೊವ್ನ್ ಮರ್ನಾಕ್ ಜಲಮ್ ದಿತಾ.