James 1:17 — Compare Translations

7 translations compared side by side

Odia - 1840
"ପ୍ରେତ୍ୟକକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ବରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ଯୋତିର୍ଗଣ ସୂର୍ୟ୍ଯ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆ ସେ। ପରମେଶ୍ବର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ଵରୁ, ଅର୍ଥାତ୍, ଜ୍ୟୋତିର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ଉତ୍ତମ ଦାନ ଓ ସର୍ବୋତ୍କୃଷ୍ଟ ଉପହାର ସ୍ୱର୍ଗସ୍ଥ ପିତାଙ୍କଠାରୁ ଆସିଥାଏ। ସେ ସମଗ୍ର ଜ୍ୟୋତିର୍ମଣ୍ଡଳର ସ୍ରଷ୍ଟା। ସେ ପରିବର୍ତ୍ତନଶୀଳ ନୁହନ୍ତିଁ; ଛାୟାପାତ କରି କେବେ ଲେଶମାତ୍ର ଅନ୍ଧକାର ସୃଷ୍ଟି କରନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ୱରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ୟୋତିଃର୍ଗଣ ସୂର୍ଯ୍ୟ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆସେ। ପରମେଶ୍ୱର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಬರ್‍ಯಾ ಮನಾನ್ ದಾನ್ ಅನಿ ಸಗ್ಳಿ ಪುರಾ ಹೊಲ್ಲಿ ದೆನ್ಗಿ ದಿಸ್, ಚಂದ್ರಾಮ್ ಅನಿ ಚಿಕಿಯಾ ರಚಲ್ಲ್ಯಾಕ್ನಾ ಖಾಯ್ಲ್ ಯೆತಾ. ತೊ ಕನ್ನಾಚ್ ಬದ್ಲಿನಾ. ನಾ ಹೊಲ್ಲ್ಯಾರ್, ಕನ್ನಾಬಿ ಬದ್ಲಿನಾ. ಅದಲ್ ಬದಲ್ ಹೊತಲಿ ಸಾವ್ಳಿ ಸೈತ್ ತೆಚ್ಯಾರ್ ಪಡಿನಾ.