James 1:18 — Compare Translations

7 translations compared side by side

Odia - 1840
"ସତ୍ଯ ବାକ୍ଯ ଦ୍ବାରା ସେ ଆମ୍ଭକୁ ଜୀବନ ଦାନ ଦବୋ ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ଯରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ବପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମଫଳ ସ୍ଵରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ଵାରା ଆମ୍ଭମାନଙ୍କୁ ଜନ୍ମ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମଗ୍ର ପ୍ରାଣୀ ଜଗତରେ ଆମେ ଯେପରି ପ୍ରଥମ ସ୍ଥାନ ଅଧିକାର କରିବୁ, ଏଥିପାଇଁ ସେ ସ୍ୱଇଚ୍ଛାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ସୃଷ୍ଟି କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସତ୍ୟ ବାକ୍ୟ ଦ୍ୱାରା ସେ ଆମ୍ଭକୁ ଜୀବନ ଦାନ ଦେବା ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ୟରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ତ୍ୱପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರ್‍ಯಾ ಗೊಸ್ಟಿಚ್ಯಾ ವೈನಾ ದೆವಾನ್ ಅಮ್ಕಾ ಜಿವನ್ ದಿಲ್ಯಾನ್, ಅಸೆ ತೆನಿ ರಚಲ್ಲ್ಯಾ ಸಗ್ಳ್ಯಾಚ್ಯಾ ಮದ್ದಿ ಅಮಿ ಪೈಲೆಚೆ ಹೊವ್‍ಸಾಟ್ನಿ.