James 1:2 — Compare Translations
7 translations compared side by side
Odia - 1840
"ମାେ ଭାଇ ଓ ଭଉଣୀମାନେ, ତୁମ୍ଭମାନେେ ଅନକେ ପ୍ରକାରର ଅସୁବିଧାର ସମ୍ମୁଖୀନ ହବେ। କିନ୍ତୁ ଏପରି ହେଲା ବେଳେ ତୁମ୍ଭମାନେେ ଅଧିକ ଖୁସି ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଜୀବନ ଯାତ୍ରାରେ ନାନଦି ଦୁଃଖକଷ୍ଟ ଆସିଲେ, ତାହା ସୌଭାଗ୍ୟର ବିଷୟ ବୋଲି କନେକର।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସ ଓ ଜ୍ଞାନ ମୋ’ ଭାଇ ଓ ଭଉଣୀମାନେ, ତୁମ୍ଭେମାନେ ଅନେକ ପ୍ରକାରର ଅସୁବିଧାର ସମ୍ମୁଖୀନ ହେବ। କିନ୍ତୁ ଏପରି ହେଲାବେଳେ ତୁମ୍ଭେମାନେ ଅଧିକ ଖୁସୀ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು, ಅನಿ ಭೆನಿಯಾನು ತುಮ್ಕಾ ಲೈ ತರಾಸಾ ಯೆತಾತ್, ಖರೆ ತೆ ಯೆಲ್ಲ್ಯಾ ತನ್ನಾ ತುಮಿ ಕುಶಿ ಹೊವ್ಚೆ.