James 1:21 — Compare Translations

7 translations compared side by side

Odia - 1840
"ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରେତ୍ୟକକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟ ରେ ବୁଣା ଯାଇଥିବା ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି, ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ ସବୁ ପ୍ରକାର କୁଅଭ୍ୟାସ ଓ ଅସତ୍ ଆଚରଣ ପରିହାର କର। ଈଶ୍ୱରଙ୍କ ନିକଟରେ ନିଜକୁ ସମର୍ପଣ କର ଏବଂ ତୁମ ହୃଦୟରେ ସେ ଯେଉଁ ବାକ୍ୟ ରୋପଣ କରିଛନ୍ତି ଏବଂ ଯାହା ତୁମକୁ ରକ୍ଷା କରିବାକୁ ସମର୍ଥ, ତାହା ଗ୍ରହଣ କର।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରତ୍ୟେକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟରେ ବୁଣା ଯାଇଥିବା ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಅದ್ದಿಚ್ಯಾನುಚ್ ಯೆಲ್ಲೆ ಬುರ್ಶೆಪಾನ್ ಅನಿ ಬುರ್ಶಿ ಚಾಲ್ ಸೊಡುನ್ ಸೊಡಾ ಅನಿ ತುಮ್ಕಾಚ್ ತುಮಿ ದೆವಾಕ್ ಒಪ್ಸುನ್ ದಿವಾ ಅನಿ ತುಮ್ಕಾ ರಾಕುಕ್ ಸಕ್ತಲ್ಯಾ ಗೊಸ್ಟಿಕ್ ಸ್ವಿಕಾರ್ ಕರಾ.