James 1:22 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ନିଜ ନିଜକୁ ପ୍ରାତାରଣା କର ନାହିଁ। ତାଙ୍କ ବାକ୍ୟ କେବଳ ଶୁଣିଲେ ଯଥେଷ୍ଟ ହୁଏ ନାହିଁ। ତାହାକୁ କାର୍ଯ୍ୟରେ ରୂପାୟିତ କର।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କେବଳ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ଯ୍ୟରେ ଦେଖାଇବା ଦରକାର। କେବଳ ବସି ରହି ଶୁଣିବା ଦ୍ୱାରା ତୁମ୍ଭେ ପ୍ରକୃତରେ ନିଜକୁ ଠକୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ದೆವಾಚ್ಯಾ ಗೊಸ್ಟಿ ಸಾರ್ಕೆ ಚಲ್ತಲೆ ಹೊವ್ನ್ ರ್‍ಹಾವಾ, ತೆ ಆಯಿಕ್ತಲೆ ಯೆವ್ಡೆಚ್ ಹೊವ್ನ್ ತುಮ್ಕಾಚ್ ತುಮಿ ಪಸ್ವುನ್ ಘೆವ್‍ನಕಾಸಿ.