James 1:25 — Compare Translations

7 translations compared side by side

Odia - 1840
"କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକା ରେ ପରମେଶ୍ବରଙ୍କ ସିଦ୍ଧ ବ୍ଯବସ୍ଥାକୁ ଅଧ୍ଯୟନ କରେ ଯାହା ମନୁଷ୍ଯମାନଙ୍କୁ ସ୍ବାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ଯୟନ କରୁଥାଏ। ସେ ପରମେଶ୍ବରଙ୍କ ଶିକ୍ଷାକୁ ଶୁଣେ ଓ ସହେି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା'ପରେ ସେ ପରମେଶ୍ବରଙ୍କ ସହେି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ବାରା ସେ ସୁଖୀ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ଵାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନନ୍ତୁ ମନୁଷ୍ୟର ପରିତ୍ରାଣ ପାଇଁ ଏକ ପୂର୍ଣ୍ଣାଙ୍ଗ ବ୍ୟବସ୍ଥା ଅଛି। ଯେ ତାହା ଶୁଣି ଭୁଲିଯାଏ ନାହିଁ ଓ ତା’ ପ୍ରତି ସର୍ବାନ୍ତଃକରଣରେ ମନୋଯୋଗୀ ହୋଇ ନିଜ ଜୀବନେ ପାଳନ କରେ, ତା’ର ସକଳ କାର୍ଯ୍ୟକୁ ଈଶ୍ୱର ଆଶୀର୍ବାଦ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକାରେ ପରମେଶ୍ୱରଙ୍କ ସିଦ୍ଧ ବ୍ୟବସ୍ଥାକୁ ଅଧ୍ୟୟନ କରେ ଯାହା ମନୁଷ୍ୟମାନଙ୍କୁ ସ୍ୱାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ୟୟନ କରୁଥାଏ। ସେ ପରମେଶ୍ୱରଙ୍କ ଶିକ୍ଷାକୁ ଶୁଣେ ଓ ସେହି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା’ପରେ ସେ ପରମେଶ୍ୱରଙ୍କ ସେହି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ୱାରା ସେ ସୁଖୀ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಲೊಕಾಕ್ನಿ ಸುಟ್ಕಾ ಕರ್ತಲ್ಯಾ ದೆವಾಚೊ ಪುರಾ ನಿಯಮ್ ಉಶ್ಯಾರ್ಕಿನ್ ಶಿಕ್ತಲೊ ಮಾನುಸ್ ಖರೆಚ್‍ಬಿ ಖುಶಿನ್ ಭರುನ್ ರ್‍ಹಾತಾ. ತೊ ತೆ ಶಿಕುನ್ಗೆತ್ ರ್‍ಹಾತಾ ತೊ ದೆವಾಚಿ ಗೊಸ್ಟಿಯಾ ಆಯಿಕ್ತಾ ಅನಿ ಅಪ್ನಿ ಆಯ್ಕಲ್ಲೆ ಇಸ್ರಿನಾ. ತೊ ದೆವಾಚ್ಯಾ ಗೊಸ್ಟಿಯಾಕ್ನಿ ಖಾಲ್ತಿ ಹೊವ್ನ್ ಚಲ್ತಾ ತಸೆ ಹೊವ್ನ್ ತೊ ಕುಶಿನ್ ಭರಲ್ಲೊ ರ್‍ಹಾತಾ.